ସ୍ୱଚ୍ଛ ପ୍ରଶାସନ ଓ ସାଧୁତା ରକ୍ଷା ପାଇଁ ଅଧିକାରୀଙ୍କ ସଂକଳ୍ପ

ଦୁର୍ନୀତିମୁକ୍ତ ପ୍ରଶାସନ ପାଇଁ ଅଧିକାରୀଙ୍କ ଶପଥ, ସାଧୁତା ଓ ସ୍ୱଚ୍ଛତା ରକ୍ଷା ଉପରେ ଗୁରୁତ୍ୱ ।

ଅନୁଗୋଳ: ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଦୁର୍ନୀତି ନିବାରଣ ଓ ସାଧୁତାର ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ପୂର୍ବାହ୍ନ ୧୧ଟାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୟାଧର ବେହେରାଙ୍କ ନେତୃତ୍ୱରେ ଜିଲ୍ଲାର ଅଧିକାରୀ ଓ କର୍ମଚାରୀମାନେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ ପ୍ରଶାସନ ସହ ନିଷ୍ଠାର ସହ ଜନସେବା କରିବାକୁ ଶପଥ ନେଇଥିଲେ। ଏଥିସହ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ମଧ୍ୟ ସାଧୁତାର ଶପଥ ପାଠ କରାଯାଇଥିଲା।

Leave a Reply

Your email address will not be published. Required fields are marked *

Apply Now



This will close in 0 seconds

error: Content is protected !!