ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅନୁଗୋଳ ଜିଲ୍ଲା ଗସ୍ତ ।

ଅନୁଗୁଳ :ତା୧୬.୦୪.୨୬: ଓଡିଶାର।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କର ଏପ୍ରିଲ ୧୭ଶୁକ୍ରବାର ଦିନିକିଆ ଅନୁଗୁଳ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱର ରୁ ବାହାରି ଅପରାହ୍ନ ରେ ଆକାଶ ମାର୍ଗରେ ଜିନ୍ଦଲ ଏୟାରପୋର୍ଟରେ ପହଞ୍ଚିବେ ।ଅପରାହ୍ନ ୪:୩୦ରେ ଅନୁଗୋଳ ସଭାଘର ଠାରେ ନାରୀ ଶକ୍ତି ବନ୍ଦନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।ସନ୍ଧ୍ୟା ରେ ଅନୁଗୋଳ ଜିଲ୍ଲା ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମହୋତ୍ସବ କୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।ମୁଖ୍ୟମନ୍ତ୍ରୀ ଙ୍କୁ ସ୍ୱାଗତ କରିବା ପାଇଁ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ କୁ ନେଇ ବ୍ୟାପକ ପ୍ରସ୍ତୃତି ହୋଇଛି ।

Leave a Reply

Your email address will not be published. Required fields are marked *

Apply Now



This will close in 0 seconds

error: Content is protected !!